The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଜ୍ୟ ସରକାର ହିଂସାକୁ ପ୍ରୋତ୍ସାହନ କରୁଛନ୍ତି -ପ୍ରମିଳା ମଲ୍ଲିକ

Facebook
Twitter
LinkedIn

ଭୁବନେଶ୍ବର: ସରକାର ବଦଳିବା ପରେ ଓଡ଼ିଶା ଏବେ ଅପରାଧୀଙ୍କ ଚରାଭୂଇଁ ପାଲଟିଛି । ଚୋରି, ଡକାୟତି, ଲୁଟ୍, ଦୁଷ୍କର୍ମ, ଗଣ୍ଡୋଗୋଳ ଯେମିତି ନିତିଦିନିଆ ଘଟଣା ହୋଇଗଲାଣି । ରାଜ୍ୟ ସରକାର ପୋଲିସକୁ ବ୍ୟବହାର କରି ହିଂସାକୁ ଉତ୍ସାହିତ କରୁଛି । ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଆଜି ଏମିତି କିଛି ଢଙ୍ଗରେ ରାଜ୍ୟର ମୋହନ ସରକାର ଉପରେ ବର୍ଷିଛି ବିଜେଡି ।
ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି, ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରଠାରୁ ଆଇନଶୃଙ୍ଖଳା ସ୍ଥିତି ବିଗିଡିବାରେ ଲାଗିଛି । ରାଜ୍ୟରେ ନାରୀ ନିର୍ୟାତନା ବଢ଼ିବାରେ ଲାଗିଛି । ପୋଲିସକୁ ବ୍ୟବହାର କରି ହିଂସାକୁ ଉତ୍ସାହିତ କରାଯାଉଛି । ବାଲେଶ୍ବର, ଭଦ୍ରକରେ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି କରାଗଲା । ସରକାର ଆସିବା ଦିନଠାରୁ ଚୋରି, ଡକାୟତି ବଢ଼ିଛି । ପୋଲିସକୁ ବ୍ୟବହାର କରି ହିଂସାକୁ ଉତ୍ସାହିତ କରୁଛନ୍ତି ରାଜ୍ୟ ସରକାର । ସାଧାରଣ ଲୋକେ ତ୍ରାହି ତ୍ରାହି ଡାକିଲେଣି । ପୋଲିସକୁ ସରକାରୀ ଗୁଣ୍ଡା ଭାବେ ବ୍ୟବହାର କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login