The Ultimate Managed Hosting Platform
ADVERTISEMENT

ରାତିକରେ ୩ଟି ମନ୍ଦିରରୁ ସିରିଜ ଲୁଟ, ତାଡିନେଲେ ହୁଣ୍ଡି

Facebook
Twitter
LinkedIn

ଭଦ୍ରକ : ଗୋଟିଏ ରାତିରେ ୩ଟି ମନ୍ଦିରରୁ ସିରିଜ ଲୁଟ ହୋଇଛି । ଭଦ୍ରକ ଜିଲ୍ଲା ତିହିଡି ଥାନା ଫତେପୁର ଛକ ରାସ୍ତା ପାଖ ତାରିଣୀ ମନ୍ଦିର ଏବଂ ପୀରହାଟ ଥାନା କମାରିଆ ପଣ୍ଡାପୋଖରୀ ସ୍ଥିତ ମା’ ତାରିଣୀ ମନ୍ଦିରର ତାଲା ଭାଙ୍ଗି ମା’ଙ୍କ ସମସ୍ତ ଅଳଙ୍କାର ଲୁଟି ନେଇଛନ୍ତି । ହୁଣ୍ଡି ବାକ୍ସକୁ ଭାଙ୍ଗି ସେଥିରୁ ଦାନ ଟଙ୍କା ଲୁଟି ହୁଣ୍ଡିକୁ ଅନ୍ୟତ୍ର ଫୋପାଡ଼ି ଦେଇଥିବା ଦେଖିବାକୁ ମିଳିଛି । ସେହିପରି ପୀରହାଟ କାନପୁର ସ୍ଥିତ ଜଗନ୍ନାଥ ମନ୍ଦିର ଓ କାର୍ୟ୍ୟାଳୟ ଗୃହର ୪ଟି ତାଲା ଭାଙ୍ଗି ଅଳଙ୍କାର ସହ ବିଭିନ୍ନ ସାମଗ୍ରୀ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଏନେଇ ମନ୍ଦିର କମିଟି ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login