The Ultimate Managed Hosting Platform
ADVERTISEMENT

ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ, ମନ୍ଦିରରେ ମୁତୟନ ହେବେ ୪୦ ପ୍ଲାଟୁନ ଫୋର୍ସ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ ବିଛା, ପୋଲିସ ପ୍ରଶାସନ ପକ୍ଷରୁ ୪୦ପ୍ଳାଟୁନ ଫୋର୍ସ ମୁତୟନ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା । ମନ୍ଦିର ସେବାୟତା ଏବଂ ଭିଆଇପିମାନଙ୍କ ନିମନ୍ତେ ପୃଥକ ଦ୍ୱାର ବ୍ୟବହାର କରାଯିବା । ୨୬ ତାରିଖ ଭୋର ୩ଟା ୩୦ରୁ ପୂର୍ବାହ୍ନ ୧୧ଟା ଏବଂ ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ୟ୍ୟନ୍ତ ମନ୍ଦିର ଖୋଲା ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login