The Ultimate Managed Hosting Platform
ADVERTISEMENT

ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପରିବାର

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପରିବାର ସହ ଯାଇ ରାମଲାଲାଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ଦିରରେ ଆଳତି କରିବା ସହ ପ୍ରଭୁଙ୍କ ଭବ୍ୟ ଦର୍ଶନ କରି ଖୁସି ପ୍ରକାଶ କରିଛନ୍ତି ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପରିବାର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିବା ସହ ଓଡ଼ିଶା ଓ ଦେଶର ଉନ୍ନତି କାମନା କରି ପୂଜାର୍ଚ୍ଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ମହାକୁମ୍ଭରେ ବୁଡ଼ ପକାଇଛନ୍ତି। ଉତ୍ତର ପ୍ରଦେଶ ଗସ୍ତର ପ୍ରଥମ ଦିନରେ ଏହି ଆଧ୍ୟାତ୍ମିକ କାର୍ୟ୍ୟରେ ଯୋଗ ଦେଇଛନ୍ତି ଶ୍ରୀ ମାଝୀ । ଉତ୍ତର ପ୍ରଦେଶ ୩ ଦିନ ଗସ୍ତରେ ଅଛନ୍ତି ଶ୍ରୀ ମାଝୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login