ପୁରୀ: ଆସନ୍ତା ୨୨ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ୟ୍ୟକ୍ରମ ରହିଛି । ଏଥିରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେବାର କାର୍ୟ୍ୟକ୍ରମ ରହିଛି ଜ୍ଝ ତେବେ ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠା କାର୍ୟ୍ୟକ୍ରମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରିଛି ଅଯୋଧ୍ୟା ଅଭ୍ୟର୍ଥନା କମିଟି ଜ୍ଝ ଆଜି ମହାପ୍ରଭୁଙ୍କ ନିମନ୍ତ୍ରଣ ନିମନ୍ତେ ଗୁଆ, ଅରୁଆ ଚାଉଳ, ଶ୍ରୀଫଳ, ପାନ, ଗାମୁଛା ଓ ନିମନ୍ତ୍ରଣ ପତ୍ର ନେଇ କମିଟି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛି ଜ୍ଝ ଅନ୍ୟପଟେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ସଜେଇ ହୋଇଛି ପୂରା ଅଯୋଧ୍ୟା ।
Views: 89











