The Ultimate Managed Hosting Platform
ADVERTISEMENT

ରାଷ୍ଟ୍ରପତିଙ୍କୁ ଭେଟିବେନି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।

Facebook
Twitter
LinkedIn

ଭୁବନେଶ୍ୱର,୨ା୮: ଆସନ୍ତାକାଲି ଅଗଷ୍ଟ ୩ ତାରିଖ । ବିଧାୟକ ମାନେ ଦିଲ୍ଲୀ ଯାଇ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟୁବାର ରହିଛି କାର୍ଯ୍ୟକ୍ରମ । ମାତ୍ର ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ନରସିଂହ ମିଶ୍ର । ଅସୁସ୍ଥତା କାରଣରୁ ସେ ଦିଲ୍ଲୀ ଯିବେ ନାହିଁ ବୋଲି ସୂଚନା ମିଳିଛି ।


ଓଡିଶାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ଏକ ବିଧାୟକ ଦଳ ଆଜି ବାହାରି ବେ ଦିଲ୍ଲୀ । ଏହି ଦଳର ୨୬ ଜଣ ବିଧାୟକ ଓ ମନ୍ତ୍ରୀଙ୍କ ସମେତ କଂଗ୍ରେସ, ବିଜେଡି ଓ ବିଜେପିର ସଦସ୍ୟ ରହିଛନ୍ତି । ସମସ୍ତଙ୍କର କୋଭିଡ୍ ଟେଷ୍ଟ ମଧ୍ୟ ସରିଛି ।

ରିପୋର୍ଟ ନେଗେଟିଭ୍ ଆସିଲା ପରେ ସମସ୍ତେ ଦିଲ୍ଲୀ ଯାଇ ଆସନ୍ତା କାଲି ରାଷ୍ଟ୍ରପତି ଶ୍ରୀମତି ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।
ବ୍ୟୁରୋ ରିପୋର୍ଟ ଶପଥ ନ୍ୟୁଜ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login