The Ultimate Managed Hosting Platform
ADVERTISEMENT

ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାଁ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶାରେ ପାକିସ୍ତାନୀ , ବାଂଲାଦେଶୀ ହାତେଇଛନ୍ତି ରାସନକାର୍ଡ । ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଓଡିଶାକୁ ଅନୁପ୍ରବେଶ କରି କାର୍ଡ ହାତେଇଛନ୍ତି । ଜିଲ୍ଲାପାଳ ମାନଙ୍କୁ ଚିହ୍ନଟ କରି ନାଁ କାଟିବାକୁ ନିଦେ୍ର୍ଦଶ ଦିଆଯାଇଛି । ଓଡିଶାକୁ ଅନୁପ୍ରବେଶ କରି ରାସନ କାର୍ଡ ହାତେଇଥିବା ବିଦେଶୀକୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛି ବିଭାଗ । ପାକିସ୍ଥାନ, ବାଳାଂଦେଶ, ମିଆଁମାରର ଅନେକ ବିଦେଶୀ ରାସନ କାର୍ଡ ହାତେଇଥିବା ଜଣା ପଡ଼ିଛି । ଏଥିପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସେମାନଙ୍କୁ ଚିହ୍ନଟ କରି ରାସନ କାର୍ଡରୁ ନାଁ କାଟିବାକୁ କୁହାଯାଇଛି । ଯିଏ ବି ରାଜନୈତିକ ଚାପ କିମ୍ବା ଅନ୍ୟ ଉପାୟରେ ରାସନ କାର୍ଡ ହାତେଇଛନ୍ତି ସେମାନଙ୍କୁ ତୁରନ୍ତ ଚିହ୍ନଟ କରି କାଟିବାକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login