The Ultimate Managed Hosting Platform
ADVERTISEMENT

ରାସନ କାର୍ଡ ଫେରାଇଲେଣି ୨୩ ହଜାରରୁ ଅଧିକ ହିତାଧିକାରୀ

Facebook
Twitter
LinkedIn

ଭୁବନେଶ୍ୱର : ୨୩୧୩୮ ଜଣ ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ଫେରାଇଲେଣି। ରାସନ କାର୍ଡ ଫେରାଇଥିବା ପରିବାର ସଂଖ୍ୟା ୮୭୮୪୪। ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ ଦିଆଯାଇଛି ବୋଲି ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଅଣତାରକା ପ୍ରଶ୍ନର ଲିଖିତ ଉତ୍ତର ରଖି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏବେ ଖାଦ୍ୟ ସୁରକ୍ଷା ଯୋଜନାରେ ୯୭ ଲକ୍ଷ ୫୫ ହଜାର ୪୪୨ କାର୍ଡରେ ୩ କୋଟି ୩୦ ଲକ୍ଷ ୨୮ ହଜାର ୮୮୦ ହିତାଧିକାରୀ ରହିଥିବା ନେଇ ବି ମନ୍ତ୍ରୀ ସୂଚନା ଦେଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ନୂଆଦିଲ୍ଲୀ : ଗାଜାରେ ଯୁଦ୍ଧବିରତି ଚୁକ୍ତିକୁ ଇସ୍ରାଏଲ କ୍ୟାବିନେଟର ମଞ୍ଜୁରୀ । ବନ୍ଦୀ ହୋଇ ରହିଥିବା ସମସ୍ତ ବ୍ୟକ୍ତିଙ୍କୁ ମୁକ୍ତ କରିବାକୁ ଅନୁମୋଦନ । ୭୨ ଘଣ୍ଟା...

ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ

ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ , ୧୨ ଯାଏଁ ବର୍ଷା ଜାରି

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ...

ADVERTISEMENT
ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ଇସଲାମବାଦ : ପାକିସ୍ତାନରେ 3G/4G ଇଣ୍ଟରନେଟ ସେବା ବନ୍ଦ । ଇସଲାମବାଦ ଓ ରାୱଲପିଣ୍ଡିରେ ଇଣ୍ଟରନେଟ ବନ୍ଦ । ପାକିସ୍ତାନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି...

ସମୁଦ୍ରରେ ବୁଡିଲା ମାଛଧରା ବୋଟ, ପହଁରି ପହଁରି କୂଳକୁ ଆସିଲେ ମତ୍ସ୍ୟଜୀବୀ

ସମୁଦ୍ରରେ ବୁଡିଲା ମାଛଧରା ବୋଟ, ପହଁରି ପହଁରି କୂଳକୁ ଆସିଲେ ମତ୍ସ୍ୟଜୀବୀ

ପଟ୍ଟାମୁଣ୍ଡାଇ : ସମୁଦ୍ରରେ ବୁଡିଲା ମାଛଧରା ବୋଟ । ସାତଭାୟା ନିକଟ ସମୁଦ୍ରରେ ବୋଟରେ ପାଣି ପଶିବାରୁ ବୁଡିଗଲା । ପହଁରି ପହଁରି କୂଳକୁ ଆସିଲେ ୮...

Login