The Ultimate Managed Hosting Platform
ADVERTISEMENT

ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ପୁରୀ : ପୁରୀରେ ୬ ଲକ୍ଷ ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାତ୍ମା ଗାନ୍ଧୀ କହୁଥିଲେ, ‘ଭାରତ ଗ୍ରାମରେ ବାସ କରେ’। ଏଥିରେ କୌଣସି ଦ୍ଵିମତ ନାହିଁ। ଦେଶର ସମୁଦାୟ ଜନସଂଖ୍ୟାର ପ୍ରାୟ ୬୯ ପ୍ରତିଶତ ଗ୍ରାମରେ ବାସ କରନ୍ତି। ଓଡ଼ିଶାର ୮୩ ପ୍ରତିଶତ ଲୋକେ ଗ୍ରାମରେ ବାସ କରନ୍ତି । ତେଣୁ, ଯେତେଦିନ ପର୍ୟ୍ୟନ୍ତ ଗ୍ରାମର ବିକାଶ ହୋଇ ପାରିବ ନାହିଁ, ସେତେଦିନ ପର୍ୟ୍ୟନ୍ତ ଦେଶର ବିକାଶ ଅସମ୍ଭବ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବଳିଷ୍ଠ ଓ ଦୂରଦର୍ଶୀ ନେତୃତ୍ୱରେ ବିକଶିତ ଭାରତବର୍ଷ ଗଠନ ପାଇଁ ଭାରତ ସରକାର ନିରନ୍ତର ଓ ନିଷ୍ଠାପର ଉଦ୍ୟମ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login