The Ultimate Managed Hosting Platform
ADVERTISEMENT

ରାସ୍ତାକଡ଼ରେ ପଡିଛି ୩ ମୃତଦେହ, ହତ୍ୟା ନା ଦୁର୍ଘଟଣା ବଢୁଛି ସନେ୍ଦହ

Facebook
Twitter
LinkedIn

ସୁନ୍ଦରଗଡ : ରାସ୍ତା କଡରେ ପଡିଛି ୩ ମୃତଦେହ । ହେମଗିର ଥାନା ବିଲେଇମୁଣ୍ଡା ଛତାବର ପେଟ୍ରୋଲ ପମ୍ପ ନିକଟସ୍ଥ ରାସ୍ତା କଡରେ ପଡିଛି ୩ ମୃତଦେହ । ହତ୍ୟା ନା ଦୁର୍ଘଟଣା ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଖବର ଅନୁଯାୟୀ, ସୋମବାର ଦିନ ବିଲେଇମୁଣ୍ଡା ଛତାବର ପେଟ୍ରୋଲ ପମ୍ପ ନିକଟରେ ଥିବା ରାସ୍ତାକଡ଼ରେ ତିନି ଜଣଙ୍କ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଦେଖୁ ଦେଖୁ ସ୍ଥାନୀୟଲୋକଙ୍କ ଭିଡ ଜମିଯାଇଥିଲା । ମୃତକ ତିନି ଜଣଙ୍କ ମଧ୍ୟରେ ବାଙ୍କିବାହାର-ଟପରିଆ ରାସ୍ତା ନିର୍ମାଣ କରୁଥିବା ସଂସ୍ଥା ଆରକେଡିର ୨ଜଣ ସୁରକ୍ଷାକର୍ମୀ ହୋଇଥିବା ବେଳେ ଆଉ ଜଣଙ୍କ ପରିଚୟ ମିଳିପାରିନାହିଁ । ଏହା ହତ୍ୟା କି ଆତ୍ମହତ୍ୟା, ଏବେ ଯାଏଁ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login