The Ultimate Managed Hosting Platform
ADVERTISEMENT

ରାସ୍ତାରେ ଓଲଟିଲା କାର ; ଜଣେ ମୃତ

Facebook
Twitter
LinkedIn

ସୁବର୍ଣ୍ଣପୁର : ରାସ୍ତା ଉପରେ ଓଲଟି ପଡିଲା କାର । ଜଣଙ୍କର ଚାଲିଗଲା ଜୀବନ । ଜିଲ୍ଲାପାଳ ଅପିସ ରାସ୍ତାରେ ଡିଭାଇଡରରେ ପିଟି ହେଇ ଦୁର୍ଘଟଣା ଘଟିଛି । ମୃତଦେହ ଜବତ କରି ଟାଉନ ଥାନା ପୋଲିସର ତଦନ୍ତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login