The Ultimate Managed Hosting Platform
ADVERTISEMENT

ରାହୁଲଙ୍କୁ ଜେଲ ପରେ ବେଲ

Facebook
Twitter
LinkedIn

ନୂଆଦିଲ୍ଲୀ : କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ଜାମିନ । ମାନହାନି କେସରେ ମିଳିଲା ଅନ୍ତରୀଣ ଜାମିନ । ମୋଦି ସରନେମ ମାମଲାରେ ମିଳିଲା ଜାମିନ ।ଜାମିନ ମଂଜୁର କଲେ ସୁରଟ ସେସନ କୋର୍ଟ । ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ । ୪ ବର୍ଷ ତଳର ମାମଲାରେ ହୋଇଥିଲେ ଦୋଷୀ ସାବ୍ୟସ୍ତ । ୨୦୧୯ ଲୋକସଭା ନିର୍ବାଚନ ବେଳେ ଦେଇଥିଲେ ମନ୍ତବ୍ୟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login