The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ ପାଇଁ ରଥ ରୋକାଯିବା କଥା ମିଛ । ସବୁ ବର୍ଷ ରଥ ୨ ଦିନରେ ଲାଗେ , ଉଭୟ କଂଗ୍ରେସ ଓ ବିଜେଡି ମିଛ ପ୍ରଚାର କରୁଛନ୍ତି । କଂଗ୍ରେସ ସମ୍ବିଧାନ ହତ୍ୟା କରିଥିବା ଦଳ , ଏବେ ନାଟକ କରୁଛି ।
ରଥଯାତ୍ରା ଅଘଟଣକୁ ନେଇ ରାହୁଲ ଗାନ୍ଧୀ ରାଜ୍ୟ ସରକାରଙ୍କ ଟାର୍ଗେଟ କରିଥିଲେ । ଅଦାନୀ ପାଇଁ ରଥକୁ ରୋକାଯାଉଛି କହିଲେ ରାହୁଲ । ଏହା ଆପଣଙ୍କର ସରକାର ନୁହେଁ , ଆଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର । ଓଡିଶାରେ ୪୦ ହଜାରରୁ ଉଦ୍ଧ୍ୱର୍ ମହିଳା ଗାଏବ ହୋଇଛନ୍ତି । ଏମାନେ କୁଆଡେ ଗଲେ କେହି ଜାଣି ନାହାନ୍ତି । ହାର ଲକ୍ଷ୍ୟ ଆପଣଙ୍କ ଜମି, ଜଙ୍ଗଲ ଆଉ ଭବିଷ୍ୟତକୁ ଚୋରି କରିବା । ଆପଣଙ୍କ ସରକାର ଓଡ଼ିଶା ଯୁବକଙ୍କ ପାଇଁ କେତେ ରୋଜଗାର ସୃଷ୍ଟି କରିଛନ୍ତି ? ବଡ ବଡ଼ କମ୍ପାନି ଆସୁଛନ୍ତି ଆପଣଙ୍କ ଜମି ନେଇଯାଉଛନ୍ତି, ଧନ ନେଇଯାଉଛନ୍ତି ଆପଣଙ୍କ ଖଣି ନେଇଯାଉଛନ୍ତି ଆପଣଙ୍କୁ କେତେ ରୋଜଗାର ଦେଉଛନ୍ତି? ରାହୁଲ କହିଛନ୍ତି, ଓଡ଼ିଶା ସରକାରଙ୍କ କାମ ଓଡ଼ିଶାର ଧନ ଗରିବ ଲୋକଙ୍କଠାରୁ ଚୋରି କରିବା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

ଗଞ୍ଜେଇ ମାଫିଆଙ୍କୁ ସାଧା ପୋଷାକରେ ଧରିବାକୁ ଆସି ଛେଚା ଖାଇଲେ ପୋଲିସ

ଗଞ୍ଜେଇ ମାଫିଆଙ୍କୁ ସାଧା ପୋଷାକରେ ଧରିବାକୁ ଆସି ଛେଚା ଖାଇଲେ ପୋଲିସ

ଭବାନୀପାଟଣା : ମହଙ୍ଗା ପଡିଲା ସାଦା ପୋଷାକରେ ଚଢ଼ାଉ । ଗଞ୍ଜେଇ ମାଫିଆକୁ ଧରିବାକୁ ଆସି ପୋଲିସ ହଟହଟ୍ଟା । ଚୋର ସନ୍ଦେହରେ ନିସ୍ତୁକ ପିଟିଲେ ଗାଁ...

Login