The Ultimate Managed Hosting Platform
ADVERTISEMENT

ରିମାଣ୍ଡରେ ଆସିବ ଅଭିଯୁକ୍ତ ଆଦ୍ୱିକ

Facebook
Twitter
LinkedIn

ଭୁବନେଶ୍ୱର : କିଟ ଛାତ୍ରୀ ମୃତ୍ୟୁ ମାମଲାରେ ରିମାଣ୍ଡରେ ଆସିବ ଅଭିଯୁକ୍ତ ଆଦ୍ୱିକ । ରିମାଣ୍ଡରେ ଆଣିବା ପାଇଁ ଆବେଦନ କରିବ ଇନଫୋସିଟି ଥାନା ପୋଲିସ । ଛାତ୍ରୀଙ୍କ ମୋବାଇଲ, ଲାପଟପକ ୁଫରେନସିକ ଲ୍ୟାବକୁ ପଠାଯାଇଛି । କିଟର ଆଇଆରଓ, ହ ଷ୍ଟେଲ ୱାର୍ଡେନଙ୍କୁ ଜେରା ପାଇଁ ନୋଟିସ କରାଯାଇଛି । ରିମାଣ୍ଡରେ ଆଣିବା ପାଇଁ ଆଜି କୋର୍ଟରେ ପୁଲିସ ପକ୍ଷରୁ ଆବେଦନ କରାଯିବ। ଅଧିକ ପଚରା ଉଚରା ପାଇଁ ଅଭିଯୁକ୍ତକୁ ରିମାଣ୍ଡରେ ଆଣିବାକୁ ଇନଫୋସିଟି ଥାନା ପୁଲିସ କୋର୍ଟଙ୍କ ନିକଟରେ ବୁଧବାର ଆବେଦନ କରିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login