The Ultimate Managed Hosting Platform
ADVERTISEMENT

ରିମାଣ୍ଡରେ ଗଲେ ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ ପ୍ରଶାନ୍ତ ରାଉତ

Facebook
Twitter
LinkedIn

ନବରଙ୍ଗପୁର : ରିମାଣ୍ଡରେ ଗଲେ ଚାକିରିରୁ ସଦ୍ୟ ବିଦା ପ୍ରଶାନ୍ତ ରାଉତ । ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ ହେଉଛନ୍ତି ପ୍ରଶାନ୍ତ ରାଉତ । ପ୍ରଶାନ୍ତ ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ । କାଲି ପ୍ରଶାନ୍ତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଥିଲେ ସରକାର ।
ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର ଓ କଟକର ପ୍ରାଇମ୍ ଲୋକେସନରେ ୪ଟି ପ୍ଲଟ୍ ଅଛି । ଉମରକୋଟରେ ରଖିଛନ୍ତି ଗୋଟିଏ ବେନାମୀ ପ୍ଲଟ୍ । ଦୁଇଟି ବେନାମୀ ଆକାଉଣ୍ଟ ଖୋଲି ଲାଞ୍ଚ ଟଙ୍କା ନେଉଥିଲେ ପ୍ରଶାନ୍ତ ରଉତ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login