The Ultimate Managed Hosting Platform
ADVERTISEMENT

ରୁଷରେ ଶକ୍ତିଶାଳୀ ଭୂକମ୍ପ,ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୮.୭ ରେକର୍ଡ

Facebook
Twitter
LinkedIn

ନୂଆଦିଲ୍ଲୀ : ରୁଷର ଉପକୂଳବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୮.୭ ରେକର୍ଡ । ଭୂକମ୍ପର କେନ୍ଦ୍ରସ୍ଥଳ କାମଚାଟକା ଉପକୂଳ ନିକଟ ସୂଚନା । ତୀବ୍ର ଭୂମିକମ୍ପ ଝଟକା ପରେ ସୁନାମୀ ଆଲର୍ଟ ଜାରୀ । ଜାପାନ ଓ ଆମେରିକାରେ ସୁନାମୀ ସତର୍କତା ଜାରି । ଋଷ ସହ ଜାପାନ ଓ ଆମେରିକାର କାଲିଫର୍ଣ୍ଣିଆରେ ମଧ୍ୟ ସୁନାମୀ ଆଲର୍ଟ ଜାରି କାରାଯାଇଛି । ସମୁଦ୍ରରେ ବଡ଼ ଲହଡ଼ି ଆସିବା ସହ ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହେବ ବୋଲି ଆଲର୍ଟ କରାଯାଇଛି । ୟୁଏଏସ୍ ଜିୟୋଲୋଜିକାଲ ସର୍ଭେ ମୁତାବକ, ଭୂମିକମ୍ପର କେନ୍ଦ୍ରସ୍ଥଳୀ ସମୁଦ୍ରର ଗର୍ଭର ମାତ୍ର ୧୯ କିଲୋମିଟର ତଳେ ହୋଇଛି । ଏହି ଭୂକମ୍ପରେ ଋଷ ସହ ଜାପାନର ହୋକାଇଦୋ, କାଣ୍ଟୋସ୍ ଇଜୁ ଓ ଓଗାସାବନା ଦ୍ବୀପ ଗୁଡ଼ିକରେ ସୁନାମୀ ଆଲର୍ଟ ଜାରି କରାଯାଇଛି । ଏସବୁ ଅଞ୍ଚଳରେ ଲୋକଙ୍କୁ ଉଚ୍ଚ ଓ ସୁରକ୍ଷିତ ସ୍ଥାନକୁ ପଳାଇଯିବାକୁ କୁହାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login