The Ultimate Managed Hosting Platform
ADVERTISEMENT

ରୁଷିଆରେ ଆଳୁ ସଙ୍କଟ

Facebook
Twitter
LinkedIn

ମସ୍କୋ : ୟୁକ୍ରେନ ପକ୍ଷରୁ ରୁଷିଆ ଉପରେ ଡ୍ରୋନ୍ ଆକ୍ରମଣ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅସ୍ଥିର କରିଦେଇଛି। ଆକ୍ରମଣ ଏପରି ଥିଲା ଯେ, ଏହା ରୁଷିଆର ଆଭ୍ୟନ୍ତରରେ ପହଞ୍ଚିଥିଲା। ଯାହାକୁ ନେଇ ରୁଷିଆ କଳ୍ପନା ମଧ୍ୟ କରି ନଥିଲା। କିନ୍ତୁ ଏବେ ବିଶ୍ୱର ସବୁଠାରୁ ଅଧିକ ଆଳୁ ଖାଉଥିବା ଦେଶ ରୁଷିଆର ଲୋକଙ୍କ ଥାଳିରୁ ଆଳୁ ଅଦୃଶ୍ୟ ହେବା ଆରମ୍ଭ କରିଛି। ଦେଶରେ ଆଳୁ ଦର ଏବେ ଆକାଶଛୁ୍ଆଁ ହେବରେ ଲାଗିଛି। ଏହି ସଙ୍କଟ ନେଇ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଚିନ୍ତା ପ୍ରକାଶ କରିଛନ୍ତି। ଏହି ସଙ୍କଟ ସରକାରଙ୍କୁ ଦୋହଲାଇ ଦେଇଛି। ଉପପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ ସ୍ୱୀକାର କରିଛନ୍ତି ଯେ, ସରକାର ଆବଶ୍ୟକ ପଦକ୍ଷେପ ନେବାରେ ବିଳମ୍ବ କରିଛନ୍ତି। ବେଲାରୁଷ ରାଷ୍ଟ୍ରପତି ଆଲେକଜାଣ୍ଡର ଲୁକାସେଙ୍କୋ ମଧ୍ୟ ଏହି ସଙ୍କଟ ଉପରେ ଚିନ୍ତା ପ୍ରକାଶ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ

ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣା ; ଆହୁରି କଡା ଚେକିଂ ହେବ -ଆଇନମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା । ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ କହିଲେ ଆଇନମନ୍ତ୍ରୀ । ଏହା ଜାଣିବା...

ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ, ପ୍ରଶ୍ନ ପତ୍ର ଲିକ କାରଣରୁ ସ୍ଥଗିତ

ଓଟିଇଟି ପ୍ରଶ୍ନପତ୍ର ଲିକ : ପ୍ରଧାନଶିକ୍ଷକ ନିଲମ୍ବିତ

ଭବାନୀପାଟଣା : ଓଟିଇଟି ପ୍ରଶ୍ନପତ୍ର ଲିକ୍ । ଗିରଫ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି । ପ୍ରଧାନଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ । ସଦର...

Login