The Ultimate Managed Hosting Platform
ADVERTISEMENT

ରୁଷ ସହ ବଢୁଛି ଭାରତର ବନ୍ଧୁତା

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତ ଆସୁଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ଆସନ୍ତା ଡିସେମ୍ବରରେ ଭାରତ ଆସିବା କାର୍ୟ୍ୟକ୍ରମ ରହିଛି । କ୍ରେମଲିନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପୁଟିନଙ୍କୁ ଭାରତ ନିମନ୍ତ୍ରଣ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିମନ୍ତ୍ରଣ ରକ୍ଷା କରି ଆସନ୍ତା ଡିସେମ୍ବରରେ ଭାରତ ଗସ୍ତରେ ଆସିବେ ପୁଟିନ । ୨୦୨୨ ପରେ ପୁଟିନଙ୍କର ଏହା ହେବ ପ୍ରଥମ ଭାରତ ଗସ୍ତ । ବର୍ତ୍ତମାନ ସମୟରେ ପୁଟିନଙ୍କ ଭାରତ ଗସ୍ତ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । କାରଣ ଆମେରିକା ଓ ଭାରତ ମଧ୍ୟରେ ଟାରିଫକୁ ନେଇ ଏବେ ସଂପର୍କରେ ତିକ୍ତତା ବୃଦ୍ଧି ପାଇଛି । ରୁଷ ଠାରୁ ଭାରତ ତୈଳ କିଣିବା ବନ୍ଦ ନକରିବାରୁ ଭାରତ ଉପରେ ଟ୍ରମ୍ପ ୫୦ ପ୍ରତିଶତ ଟାରିଫ ଲଗାଇଛନ୍ତି । ଯାହାକୁ ନେଇ ଦୁଇ ଦେଶ ମଧ୍ୟରେ ସଂପର୍କ ଅତ୍ୟନ୍ତ ଖରାପ ସ୍ଥିତିରେ ପହଞ୍ଚିଛି । ତେବେ ଭାରତ ଆସିବା ପୂର୍ବରୁ ପୁଟିନଙ୍କୁ ଚୀନରେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login