ପୁରୀ : ରୂପାରେ ଝଲସିଲା ଶ୍ରୀମନ୍ଦିର ସିଂହଦ୍ୱାର । ୩ଦିନ ଧରି ଚାଲିଥିବା ସିଂହଦ୍ୱାର ରୂପା ଛାଉଣୀ କାମ ଶେଷ ହୋଇଛି । ଶାଗୁଆନ୍ କାଠରେ ନବନିର୍ମିତ କବାଟ ସିଂହଦ୍ୱାରରେ ଲାଗିବା ପରେ ମୁମ୍ବାଇରୁ ଆସିଥିବା କାରିଗରମାନେ ଏହା ଉପରେ ବିଭିନ୍ନ ଡିଜାଇନର ରୂପା ପ୍ଲେଟ ସବୁ ଲଗାଇଛନ୍ତି । ଧାର୍ୟ୍ୟ ସମୟର ବହୁ ଆଗରୁ ଏହି କାମ ଶେଷ ହୋଇଛି । ଶ୍ରୀମନ୍ଦିର ସିଂହ ଦ୍ୱାର ସମ୍ପୂର୍ଣ୍ଣ ଭାବେ ନୂଆ ତିଆରି କରାଯାଇଛି ।ପୁରୁଣା ଦ୍ୱାରକୁ ହଟାଇ ଶାଗୁଆନ୍ କାଠରେ ନୂଆ ଦ୍ୱାର ଲଗାଯାଇଛି । ମୁମ୍ବାଇରୁ ଆସିଥିବା ୧୩ ଜଣ କାରିଗର ଶାଗୁଆନ କାଠରେ ପୂର୍ବର ସିଂହଦ୍ୱାର ଭଳି ଅବିକଳ ଦ୍ୱାର ନିର୍ମାଣ କରିଛନ୍ତି । ଏହା ଉପରେ ରୂପାର କାରୁକାର୍ୟ୍ୟ ରହିଛି । କବାଟର ଚାରିକୋଣରେ ରୂପାର ପତଳା ପ୍ଲେଟ୍ ଲାଗିବା ପରେ ମଝିରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଡିଜାଇନର ବର୍ଗାକାର ରୂପା ପ୍ଲେଟ୍ ଲଗାଯାଇଛି । ସେହିପରି ଦୁଇ ପାଶ୍ୱର୍ରେ ଦୁଇଟି ସିଂହମୂର୍ତ୍ତି ଲଗାଯାଇଛି । ଏହି ଦ୍ୱାରରେ ମା’ ଲକ୍ଷ୍ମୀ ସାଆନ୍ତାଣୀ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଭବ୍ୟ ସ୍ୱାଗତ କରିବେ । ସେପଟେ ନୀଳାଦ୍ରୀ ବିଜେ ପୂର୍ବରୁ ସିଂହଦ୍ୱାର ରଙ୍ଗକାମ ଆରମ୍ଭ ହୋଇଛି ।
ରୂପାରେ ଝଲସିଲା ସିଂହଦ୍ୱାର
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







