The Ultimate Managed Hosting Platform
ADVERTISEMENT

ରେଞ୍ଜରଙ୍କ ଘରୁ ମିଳିଲାଣି ୬୭ ଲକ୍ଷର ଜମା

Facebook
Twitter
LinkedIn

ଭୁବନେଶ୍ୱର : ରେଞ୍ଜରଙ୍କ ଘରେ ଭିଜିଲାନ ୍ସା ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା । ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ପ୍ରସାଦ ସାମନ୍ତରାୟଙ୍କ ଘରୁ ମିଳିଲାଣି । ଗୋଟିଏ ୪ ଚକିଆ ଓ ୨ଟି ଦୁଇ ଚକିଆ ଗାଡ଼ି ଠାବ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଜେନ୍ଦ୍ରଙ୍କ ୪ ଠିକଣାରେ ରେଡ୍ ମାରିଥିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ । ୧୯୮୫ରେ ଫରେଷ୍ଟର ଭାବେ ଚାକିରି ଜୀବନ ଆରମ୍ଭ କରିଥିବା ରାଜେନ୍ଦ୍ରଙ୍କ ପ୍ରାରମ୍ଭିକ ଦରମା ଥିଲା ମାସିକ ମାତ୍ର ୧୫୦୦ଶହ ଟଙ୍କା । ୨୦୨୧ରେ ସେ ଡେପୁଟୀ ରେଞ୍ଜର ଭାବେ ପଦୋନ୍ନତି ପାଇଥିବା ବେଳେ, ଅନୁଗୁଳରେ ନିୟୋଜିତ ଥିଲେ । ୨୦୨୩ରେ ସେ ରେଞ୍ଜର ଭାବେ ପଦୋନ୍ନତି ପାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login