The Ultimate Managed Hosting Platform
ADVERTISEMENT

ରେଞ୍ଜରଙ୍କ ଘରେ ରେଡ

Facebook
Twitter
LinkedIn

ଜଗତସିଂହପୁର : ରାହାମା ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ । ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢାଉ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ । ବାସଭବନ ଓ କାର୍ୟ୍ୟାଳୟ ସମେତ ଏକାସଙ୍ଗେ ୫ଟି ସ୍ଥାନରେ ପଞ୍ଚା ମାରିଛି ଭିଜିଲାନ୍ସ । ଚଢାଉରେ ବିଭିନ୍ନ କାଗଜପତ୍ର ଓ ବ୍ୟାଙ୍କ ପାସ ବୁକ ଜବତ ହୋଇଥିବା ସୂଚନା ମିଳିଛି । ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସଭବନ ଓ ସରକାରୀ କାର୍ୟ୍ୟାଳୟ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login