The Ultimate Managed Hosting Platform
ADVERTISEMENT

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୨୨ ଜଣଙ୍କର ଚାଲିଗଲାଣି ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ଚୀନର ଲିୟାଓନିଂରେ ଏକ ରେଷ୍ଟୁରାଣ୍ଟରେ ନିଆଁ ଲାଗିବା ଯୋଗୁଁ ୨୨ ଜଣଙ୍କ ଜୀବନ ଚାଲିଯାଇଛି । ନିଆଁ ଲାଗିବା ଯୋଗୁଁ ଅତିକମରେ ୩ ଜଣ ଆହତ ହୋଇଛନ୍ତି । ନିଆଁ ଲାଗିବାର କାରଣ ଏପର୍ୟ୍ୟନ୍ତ ଜଣାପଡିନାହିଁ । ନିଆଁ ଲାଗିବା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା । ରେଷ୍ଟୁରାଣ୍ଟର ଝରକା ଏବଂ କବାଟରୁ ନିଆଁ ବାହାରୁଥିବା ଦେଖି ଅଗ୍ନିଶମ ଟିମକୁ ଖବର ଦିଆଯାଇଥିଲା । ଅଗ୍ନିଶମ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ତେବେ ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login