The Ultimate Managed Hosting Platform
ADVERTISEMENT

ଲଗାଣ ବର୍ଷା ; ୨୪ ଘଣ୍ଟିଆ ପାଟ୍ରୋଲିଂ ନିଦେ୍ର୍ଦଶ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ନେଇ ଏସଆରସିଙ୍କ ସମୀକ୍ଷା । ଦୁର୍ବଳ ନଦୀ ବନ୍ଧ ଗୁଡିକରେ ୨୪ ଘଣ୍ଟିଆ ପାଟ୍ରୋଲିଂ ନିଦେ୍ର୍ଦଶ । ସ୍ଥାନୀୟ ପୋଲିସ ,ଜଳସମ୍ପଦ ବିଭାଗ ଯନ୍ତ୍ରୀଙ୍କୁ ଏସଆରସିଙ୍କ ନିଦେ୍ର୍ଦଶ । ଦରକାର ପଡିଲେ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପରାମର୍ଶ । ନିରାପଦ ବିଲ୍ଡିଂରେ ରହିବା ଓ ଖାଇବାର ବ୍ୟବସ୍ଥା ପାଇଁ କହିଲେ ।
୧୭ ଜିଲ୍ଲାର ସ୍ଥ୍ିକୁ ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ । ପ୍ରଭାବିତ ଲୋକଙ୍କୁ ଆବଶ୍ୟକୀୟ ସହାୟତା ପାଇଁ ନିଦେ୍ର୍ଦଶ । ଆବଶ୍ୟକ ସ୍ଥଳୋ ସ୍କୁଲ ଓ ଅଙ୍ଗନବାଡି ବନ୍ଦ ପାଇଁ ପରାମର୍ଶ । ୨ ଦିନ ଅଧିକ ବର୍ଷା ହେବାକୁ ଥିବାରୁ ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । କେନ୍ଦୁଝର ଓ ସମ୍ବଲପୁର ପାଇଁ ଓଡ୍ରାଫ ଟିମ୍ ମୁତୟନ । ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଏନଡିଆରଏଫ ଟିମ୍ ମୁତୟନ । ଜଳବନ୍ଦୀ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ନିଦେ୍ର୍ଦଶ । ସମସ୍ତ ନଦୀ ଓ ଜଳଭଣ୍ଡାର ସ୍ଥିତି ନେଇ ଆଲର୍ଟ ରହିବାକୁ ପରାମର୍ଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

ADVERTISEMENT
ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

Login