The Ultimate Managed Hosting Platform
ADVERTISEMENT

ଲାଇଭ ଭିଡିଓ କରି ଏମବିକେଙ୍କ ଆତ୍ମହତ୍ୟା ଉଦ୍ୟମ

Facebook
Twitter
LinkedIn

ଲକ୍ଷ୍ମୀପୁର : ବନ୍ଦ ଘରେ ଲାଇଭ ଭିଡିଓ କରି ଆତ୍ମହତ୍ୟା ଉଦ୍ୟମ କଲେ । ନାରାୟଣପାଟଣା ଥାନା ପଥର ଦେଉଳସାହିରେ ଅଭାବନୀୟ ଘଟଣା । ସୋସିଆଲ ମିଡିଆରେ ପୋଷ୍ଟ କରି ଏମବିକେଙ୍କ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି । ୬ ବର୍ଷ ଧରି ଉପରିସ୍ଥ ଅଧିକାରୀ ନିର୍ଯାତନା ଦେଉଥିବା ଅଭିଯୋଗ କରିଛନ୍ତି । ଶାରିରୀକ ଓ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ କଲେ । ବିଏଲସି ଓ ବିପିଏମ ଦାୟୀ ବୋଲି କହି ସୋସିଆଲ ମିଡିଆରେ ଛାଡିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ଆମେରିକା : ଆମେରିକାରେ ନୌସେନାର ଏଫ-୩୫ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ । କେନ୍ଦ୍ରୀୟ କାଲିଫର୍ଣ୍ଣିଆର ନାଭାଲ ଏୟାର ଷ୍ଟେସନ ଲିମୋର ନିକଟରେ ଏହି ଦୁର୍ଘଟଣା ହୋଇଛି ।...

ADVERTISEMENT
ଆସିଲା “ସୁଭଦ୍ରା” ଦ୍ୱିତୀୟ କିସ୍ତି ଟଙ୍କା

ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ ।...

Login