The Ultimate Managed Hosting Platform
ADVERTISEMENT

ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଆମ୍ବୁଲାନ୍ସ

Facebook
Twitter
LinkedIn

ଭୁବନେଶ୍ୱର : ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ । ଗତକାଲି ଏକ ଲକ୍ଷ ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା ଭିଜିଲାନ୍ସ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ କଣ୍ଟ୍ରାକ୍ଟରଙ୍କଠାରୁ ଲାଞ୍ଚ ନେଲାବେଳେ ଧରାପଡ଼ିଥିଲେ । ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଯାଞ୍ଚ ବେଳେ ତାଙ୍କ ନିକଟରୁ ମିଳିଥିଲା ଆଉ ୧ ଲକ୍ଷ ୨୬ ହଜାର ଟଙ୍କା । ଭୁବନେଶ୍ୱର ଭଡା ଘରୁ ମିଳିଥିଲା ୧ ଲକ୍ଷ ୩୦ ହଜାର ଟଙ୍କା । ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏ ନେଇ ରୁଜ୍ଜୁ ହୋଇଛି ମାମଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login