ବ୍ୟୁରୋ : ଗରମ ଦିନରେ ଆପଣଙ୍କ ତ୍ୱଚା ଶୁଷ୍କ ଓ ମଳିନ ପଡ଼ିଯାଏ । ତ୍ୱଚାରୁ ମୃତକୋଷ ବାହାର କରି ତ୍ୱଚାକୁ ଉଜ୍ଜଳ କରିବାରେ ଲୁଣ ଆପଣଙ୍କୁ ସାହାଯ୍ୟକରେ ।
୧ ଚାମଚ ଲୁଣ , ଏକ ଚାମଚ ଲେମ୍ବୁରସ , ଏକ ଚାମଚ ବେକିଙ୍ଗ ସୋଡ଼ା ଓ ଅଧା କପ ପାଣିରେ ମିଶେଇ ପେଷ୍ଟ ପ୍ରସ୍ତୁତ କରନ୍ତୁ । ଏହାକୁ ନଖ ଉପରେ ଲଗାନ୍ତୁ । କିଛି ଦିନ ପରେ ଆପଣ ନଖ ଚମକିବ ଆରମ୍ଭ କରିବ ।
କେବଳ ତ୍ୱଚା ଉଜ୍ଜଳ ପାଇଁ ନୁହଁ ଆପଣ ଦାନ୍ତକୁ ଚାମକାଇବା ପାଇଁ ମଧ୍ୟ ବ୍ୟବହାର କରିପାରିବେ । ଏଥିପାଇଁ ଏକ ଚାମଚ ଲୁଣ , ଏକ ଚାମଚ ବେକିଙ୍ଗ ପାଉଡରର ଏକ ମିଶ୍ରଣ ପ୍ରସ୍ତୁତ କରି ଏହାକୁ ବ୍ରଶରେ ଲଗାଇ ବ୍ୟବହାର କରନ୍ତୁ, ଆପଣ କିଛିଦିନ ମଧ୍ୟରେ ଚମକୁ ଥିବା ଦାନ୍ତ ପାଇପାରିବେ ଜ୍ଝ
ଲୁଣ , ଅଲିଭ ତେଲ , ଲାଭେଣ୍ଡର ତେଲ ଓ ବାଦାମ କୁ ନେଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ । ଏହାକୁ ତ୍ୱଚା ଉପରେ ଭଲ ଭାବରେ ସ୍କ୍ରବ କରି କିଛି ସମୟ ଶୁଖିବାକୁ ଛାଡିଦିଅନ୍ତୁ । ତା’ପରେ ଥଣ୍ଡା ଜଳରେ ମୁହଁକୁ ଧୋଇଦିଅନ୍ତୁ । ବର୍ତମାନ ଆପଣ ଏହାର ପ୍ରଭାବ ଦେଖିପାରିବେ ।
ପାଟିରୁ ବାହାରୁଥିବା ଦୁର୍ଗନ୍ଧକୁ ଦୂର କରିବା ପାଇଁ ଲୁଣପାଣିକୁ ନିୟମିତ କୁଳି କଲେ କିଛି ଦିନ ମଧ୍ୟରେ ଆପଣଙ୍କ ମୁହଁରୁ ଦୁର୍ଗନ୍ଧ ଦୁରେଇ ଯିବ ।
ଲୁଣ ବଢାଇବ ତ୍ୱଚାର ଚମକ ! ଜାଣନ୍ତୁ କେମିତି ..
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











