The Ultimate Managed Hosting Platform
ADVERTISEMENT

ଲୋକସଭାରୁ ୧୪ ସାଂସଦ ନିଲମ୍ବିତ, ଆଜି ପାଇଁ ଗୃହ ମୁଲତବୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜି ପାଇଁ ଗୃହ ମୁଲତବୀ ଘୋଷଣା । ବାରମ୍ବାର ହଟ୍ଟଗୋଳ , ହୋହଲ୍ଲା ପାଇଁ ୧୪ ସାଂସଦ ଲୋକସଭାରୁ ନିଲମ୍ବିତ । ବିରୋଧୀଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ଗୃହ । ପୂର୍ବରୁ ଟିଏମସି ସାଂସଦ ଡେରେକ ଓବ୍ରାୟନ ନିଲମ୍ବିତ ହୋଇଥିଲେ । ଲୋକସଭାରେ ହୋ ହାଲ୍ଲା କରିବା ଅଭିଯୋଗରେ ସେମାନଙ୍କୁ ନିଲମ୍ବନ କରାଯାଇଛି । କଂଗ୍ରେସ ସାଂସଦଙ୍କ ମଧ୍ୟରେ ରହିଛନ୍ତି ଟିଏନ ପ୍ରତାପନ, ହିବି ଏଡେନ, ଏସ୍ ଜୋଥିମଣୀ, ରାମାୟା ହରିଦାସ ଓ ଡିନ୍ କୋରିଆକୋସେ ନିଲମ୍ବିତ । ସେମାନଙ୍କୁ ପୂରା ଶୀତକାଳୀନ ଅଧିବେଶନରୁ ନିଲମ୍ବନ କରାଯାଇଛି ।ଗତକାଲି ସଂସଦର ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ତ୍ରୁଟି ଉପରେ ଆଲୋଚନା କରିବାକୁ କଂଗ୍ରେସ ଓ ବିରୋଧୀ ସାଂସଦମାନେ ଦାବି କରୁଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login