The Ultimate Managed Hosting Platform
ADVERTISEMENT

ଲୋୟର ପିଏମଜିରେ ଧାରଣାରେ ମିଶନ ଶକ୍ତି ମହିଳା

Facebook
Twitter
LinkedIn

ଭୁବନେଶ୍ୱର : ଲୋୟର ପିଏମଜିରେ ଧାରଣାରେ ମିଶନ ଶକ୍ତି ମହିଳା । ନିଖିଳ ଓଡିଶା ଜୀବିକା ମିଶନ ଇସି ସଂଘ ପକ୍ଷରୁ ରାଜରାସ୍ତାରେ ଅହୋରାତ୍ର ଧାରଣାରେ ବସିଛନ୍ତି ମିଶନ ଶକ୍ତି ମହିଳା । ଇସି ସଦସ୍ୟଙ୍କ ରିଷ୍ଟ୍ରକଚରିଂ ନିର୍ଦ୍ଦେଶନାମା ପ୍ରତ୍ୟାହାର ଓ ସ୍ଥାୟୀ ନିଯୁକ୍ତି ଦାବିରେ ଏହି ବିକ୍ଷୋଭ କରାଯାଉଛି । ଅନ୍ୟପଟେ ଏ ମାନଙ୍କୁ ଛ’ ମାସ ହେଲା ବକେୟା ଦରମା ମିଳିନଥିବା ନେଇ ସେମାନେ ଅଭିଯୋଗ କରିଛନ୍ତି । ସଂଘର ଅଭିଯୋଗ ଅନୁଯାୟୀ, ଏନଏଲଆରଏମ ଅଧୀନରେ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତିରେ ବିଗତ ୩ ବର୍ଷରୁ ୨୫ ବର୍ଷ ଧରି ଲକ୍ଷାଧିକ ଏକଜିକ୍ୟୁଟିଭ କମିଟି-ଇସି ସଦସ୍ୟା କାର୍ୟ୍ୟ କରୁଛନ୍ତି । ପୁନର୍ଗଠନ ଆଳରେ ଏମାନଙ୍କୁ ବାହାର କରିବା ପାଇଁ ସରକାରଙ୍କ ପକ୍ଷରୁ ଦୁଇଟି ନିର୍ଦ୍ଦେଶନାମା ଜାରି ହୋଇଛି । ସରକାରଙ୍କ ପକ୍ଷରୁ ଜାରି ନୂଆ ଗାଇଡଲାଇନ ଫଳରେ ରାଜ୍ୟରେ କାର୍ୟ୍ୟରତ ଲକ୍ଷାଧିକ ଇସି ସଦସ୍ୟା ଓ ୬ ଲକ୍ଷ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଭାପତି, ସଂପାଦକ , ସିଆରପି ଓ ଏମବିକେମାନେ ଚାକିରି ହରାଇବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login