The Ultimate Managed Hosting Platform
ADVERTISEMENT

ଶଙ୍ଖ ଧରିଲେ ସୁରଙ୍କ ସାନପୁଅ

Facebook
Twitter
LinkedIn

ଭୁବନେଶ୍ୱର: ବିଜେଡିରେ ମିଶିଲେ କଂଗ୍ରେସ ନେତା ସୁରଙ୍କ ପୁଅ । ମନ୍ମଥ ରାଉତରାୟ ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ । ଅନ୍ୟପଟେ ମନ୍ମଥ ବିଜେଡି ଟିକେଟରୁ ଜଟଣୀରୁ ଲଢିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ଏପରିକି ଭୁବନେଶ୍ୱର ଲୋକସଭା ଆସନରେ ମଧ୍ୟ ମନ୍ମଥଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି । ତେବେ ମନ୍ମଥ ବିଜେଡିରେ ମିଶିବା ପରେ ତାଙ୍କୁ ଦଳ କଣ ଦାୟିତ୍ୱ ଦେଉଛି ତାହା ଉପରେ ସମସ୍ତଙ୍କର ନଜର ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login