The Ultimate Managed Hosting Platform
ADVERTISEMENT

ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

Facebook
Twitter
LinkedIn

କଟକ : ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଦିନ ୧୦ଟା ସମୟରେ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଚକ୍ରଧାରୀ ଶରଣ ସିଂ । ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ୟ୍ୟ କରୁଥିଲେ । ଏବେ ଜଷ୍ଟିସ ବିଦ୍ୟୁତ୍ ରଞ୍ଜନ ଷଡଙ୍ଗୀ ଓଡ଼ିଶା ହାଇକୋର୍ଟର କାର୍ୟ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବରେ ରହିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login