ନୂଆଦିଲ୍ଲୀ : ଆଜି ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁଙ୍କ ଦ୍ୱାରା ରାଷ୍ଟ୍ରପତି ଭବନରେ ଶପଥ ସମାରୋହ ଉତ୍ସବ ଅନୁଷ୍ଠିତ । ଇଣ୍ଡି ମେଣ୍ଟର ବି.ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ଜିତିଛନ୍ତି ସିପି ରାଧାକ୍ରିଷ୍ଣନ । ରାଷ୍ଟ୍ରପତି ଭବନର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗ୍ହମନ୍ତ୍ରୀ ଅମିତ ଶାହା, ରକ୍ଷାମନ୍ତ୍ରୀ ରାଜନାଥ ସିଂ ସମେତ ଅନ୍ୟ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ରହିଥିଲେ । ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରାଧାକ୍ରିଷ୍ଣନ୍ । ତାମିଲନାଡୁର ସିପି ରାଧାକ୍ରିଷ୍ଣନ ଦୁଇଥର କୋୟମ୍ବାଟୁରର ସାଂସଦ ରହିଛନ୍ତି । ଭାରତୀୟ ଜନତା ପାର୍ଟିରେ ବହୁତ ଦିନରୁ ସକ୍ରିୟ ରହିଛନ୍ତି । ୨୦୨୪ ଜୁଲାଇ ୩୧ରେ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ । ପୂର୍ବରୁ ୨୦୨୩ ଫେବୃଆରୀ ୧୮ରୁ ୨୦୨୪ ଜୁଲାଇ ୩୦ତାରିଖ ଯାଏ ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ କାର୍ୟ୍ୟ କରିଥିଲେ । ୨୦୨୪ ମାର୍ଚ୍ଚରୁ ଅଗଷ୍ଟ ଯାଏ ପୁଡୁଚେରୀର ଉପରାଜ୍ୟପାଳ ଭାବେ କାର୍ୟ୍ୟ କରିଥିଲେ । ସେହି ସମୟରେ ମାର୍ଚ୍ଚରୁ ଜୁଲାଇ ଯାଏ ତେଲଙ୍ଗାନାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇଥିଲେ ।
ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







