ନୂଆଦିଲ୍ଲୀ : ପୁଣି ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ସେହୱାଜ ସରିଫ । ଗମ୍ଭୀରତା ଓ ଆନ୍ତରିକତା ସହିତ ଶାନ୍ତି ଚାହୁଁଛୁ କହିଲେ । ଆମେ ସମସ୍ତ ବିବାଦର ସମାଧାନ କରିବାକୁ ଚାହୁଁଛୁ । ଆତଙ୍କବାଦ ଉପରେ କଥାବାର୍ତ୍ତା ପାଇଁ ଆମେ ପ୍ରସ୍ତୁତ । ବାଣିଜ୍ୟ , ସୀମା ପ୍ରସଙ୍ଗରେ ବି ଆଲୋଚନା ଚାହୁଁଛୁ । ଅପରେସନ୍ ସିନ୍ଦୂରର ସଫଳତା ପରେ ପାକିସ୍ତାନକୁ ଅନ୍ତରାଷ୍ଟ୍ରୀୟ ସ୍ତରରେ ଘେରିବାକୁ ଲାଗିଛି ଭାରତ । ଆତଙ୍କବାଦ ପ୍ରସଙ୍ଗ, ପହଲଗାମ ଆକ୍ରମଣ, ପାକିସ୍ତାନର ଆତଙ୍କୀ ପ୍ରେମ ଓ ଭାରତର ଅପରେସନ୍ ସିନ୍ଦୂରର ସଫଳତା ନେଇ ବିଭିନ୍ନ ଦେଶରେ ଆଲୋଚନା କରୁଛନ୍ତି ଭାରତୀୟ ପ୍ରତିନିଧି ଦଳ । ଆଉ ଭାରତର ଏଭଳି କଡ଼ା ଆଭିମୁଖ୍ୟ ଦେଖି ନିଜ ଛବି ସୁଧାରିବାକୁ ଚାହୁଛି ପାକିସ୍ତାନ । ଏହି ପରିପ୍ରେକ୍ଷୀରେ ଭାରତ ସହ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତ ଦେଖା ଦେଖି ନିଜ ସମର୍ଥିତ ଦେଶ ଭ୍ରମଣରେ ଅଛନ୍ତି ସେହବାଜ ସରିଫ । ତୁର୍କୀ, ଇରାନ, ଅଜରବୈଜାନ ଓ ତାଜାକିସ୍ତାନ ଗସ୍ତରେ ଅଛନ୍ତି ସେହବାଜ ।
ଶାନ୍ତି ଆଲୋଚନା ଚାହୁଁଛୁ, ଆତଙ୍କବାଦ ଉପରେ କଥାବାର୍ତ୍ତା ପାଇଁ ଆମେ ପ୍ରସ୍ତୁତ :ସରିଫ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







