The Ultimate Managed Hosting Platform
ADVERTISEMENT

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କର ଚାଲିଗଲା ଜୀବନ , ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ୩୦ ଲକ୍ଷର ଅନୁକମ୍ପା ରାଶି ପ୍ରଦାନ

Facebook
Twitter
LinkedIn

ଅନୁଗୁଳ : ପାଟ୍ରୋଲିଂ ବେଳେ ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ । ହିନେ୍ଦାଳ ରେଞ୍ଜ କଇ ରିଜର୍ଭ ଫରେଷ୍ଟ ତଣ୍ଟିଚିରା ନିକଟରେ ଗୁଳିମାଡ । ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ମୃତ ଘୋଷଣା । ୪ ଶିକାରୀ ଅଟକ । ଫରେଷ୍ଟରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୩୦ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।ସୂଚନା ଅନୁସାରେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳର ଭାରପ୍ରାପ୍ତ ଫରେଷ୍ଟର ପ୍ରହଲ୍ଲାଦ ପ୍ରଧାନଙ୍କ ମୃତ୍ୟୁ ହୋଇଛି । ହିନ୍ଦୋଳ ଥାନା ରାଜମୋହନପୁର ନିକଟରେ ପାଟ୍ରୋଲିଂ ବେଳେ ଶିକାରୀ ତାଙ୍କ ଉପରକୁ ହଠାତ ଗୁଳିମାଡ଼ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଜିଲ୍ଳା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login