The Ultimate Managed Hosting Platform
ADVERTISEMENT

ଶିକ୍ଷକଙ୍କ ମାଡ ଯୋଗୁଁ ଛାତ୍ରଙ୍କ ଆତ୍ମହତ୍ୟା !

Facebook
Twitter
LinkedIn

ଭୁବନେଶ୍ୱର : ଆଇଟିଆଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ କଲେଜରୁ ଉଦ୍ଧାର । ମୃତକ ହେଉଛନ୍ତି ଇଲେକ୍ଟ୍ରିକାର ଛାତ୍ର ରୁଦ୍ର ମାଧବ ରଣା । ତାଙ୍କର ଘର ହେଉଛି କେନ୍ଦୁଝର । ଶିକ୍ଷକ ମାଡ ମାରିଥିବାରୁ ଆତ୍ମହତ୍ୟା କରିଥିବା ମାଙ୍କ ଅଭିଯୋଗ । ଘଟଣା ସ୍ଥଳରେ ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ଛାନଭିନ ଜାରି ରଖିଛି। ସେଠାରେ ଉପସ୍ଥିତ ଥିବା ସାଙ୍ଗ ସାଥି, ଓ କଲେଜ ର ଅଧ୍ୟାପକ ମାନଙ୍କୁ ପୋଲିସ ପଚରା ଉଚରା କରୁଥିବାର ଜଣାପଡୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login