ବାଲେଶ୍ୱର : ଏଫଏମ କଲେଜ ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି । ଏହା ଦୁର୍ଭାଗ୍ୟଜନକ ଘଟଣା ଯେତେ ନିନ୍ଦା କଲେ କମ ହେବ । ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି , ସାମ୍ନା କରିବାକୁ ପଡିବ । ରାଜ୍ୟ ସରକାର ଆଇନ ଅନୁସାରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବେ । ରାଜନୀତି କରିବାର ବେଳ ନୁହେଁ , ଉତ୍ତମ ଚିକିତ୍ସା ଯୋଗାଇବା ପ୍ରାଥମିକତା । ଏହା ଅତି ଦୁର୍ଭାଗ୍ୟ ଜନକ ଘଟଣା। ପୀଡ଼ିତା ପରିବାରଙ୍କୁ ସମବେଦନା ଦେଲି। ଏବେ ସମସ୍ୟା ହେଉଛି ଝିଅଟି ଜଟିଳ ଅବସ୍ଥାରେ ଅଛି। ଡାକ୍ତରଙ୍କ ସହିତ ଆଲୋଚନା କଲି। ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ। ଏହା ହିଁ ଆମ କାମନା। ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ପୀଡ଼ିତାଙ୍କ ପରିବାରକୁ ଭେଟି ଆଲୋଚନା କରିଛନ୍ତି। ଅଧିକାରୀମାନେ ମଧ୍ୟ ତଦାରଖ କରୁଛନ୍ତି। ଏମ୍ସ ମଧ୍ୟ ନିଜର ଦାୟିତ୍ବ ତୁଲାଉଛନ୍ତି। ଯାହା ଉଚିତ୍ ପଦକ୍ଷେପ ହେବ ତାହା ଗ୍ରହଣ କରାଯିବ। ରାଜ୍ୟ ସରକାର ପ୍ରଶାସନିକ ଓ ଆଇନଗତ କାର୍ୟ୍ୟାନୁଷ୍ଠାନ ନେବେ। ଶିକ୍ଷା ବ୍ୟବସ୍ଥାରେ ଏବେ ଯେଉଁ ପ୍ରଶ୍ନ ଉଠିଛି ଆମକୁ ତାକୁ ସାମ୍ନା କରିବାକୁ ପଡ଼ିବ।
ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି : ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











