April 27, 2024 11:11 am

The Ultimate Managed Hosting Platform
ADVERTISEMENT

ଶିବସେନାରେ ମିଶିଲେ ଅଭିନେତା ଗୋବିନ୍ଦା

Facebook
Twitter
LinkedIn

ମୁମ୍ବାଇ : ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ନେଇ କିଛି ବଡ ଖବର ସାମ୍ନାକୁ ଆସିଛି । ସେ ଲୋକସଭା ନିର୍ବାଚନ ଲଢିପାରନ୍ତି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପାର୍ଟି ଶିବସନୋରେ ଯୋଗଦେବା ପରେ ଏଭଳି କିଛି ଚର୍ଚ୍ଚା ଏବେ ଜୋର ଧରିଛି । ସୂଚନା ମୁତାବକ ଗୋବିନ୍ଦାଙ୍କୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପାର୍ଟି ଶିବସେନା (ସିନ୍ଦେ ଗୋଷ୍ଠୀ)ରୁ ଟିକେଟ ମିଳିପାରେ । ସେ ଅଜି ଏକନାଥ ସିନ୍ଦେଙ୍କ ଉପସ୍ଥିତିରେ ପାର୍ଟିରେ ଯୋଗ ଦେଇଛନ୍ତି । ସିନ୍ଦେଙ୍କ ପାର୍ଟି ଗୋବିନ୍ଦାଙ୍କୁ ମୁମ୍ବାଇ ନର୍ଥ-ଇଷ୍ଟ ଲୋକସଭା ଆସନ ପାଇଁ ଟିକେଟ ଦେଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କଖାରୁ ଭିତରେ ଚାଲାଣ ହେଉଥିଲା ଡ୍ରଗ୍ସ

କଖାରୁ ଭିତରେ ଚାଲାଣ ହେଉଥିଲା ଡ୍ରଗ୍ସ

ଗୌହାଟୀ: ଡ୍ରଗ୍ସକୁ ନେଇ ବିଭିନ୍ନ ପଦ୍ଧତିରେ ଚାଲାଣ କରନ୍ତି ଚଲାଣକାରୀ । ବିଶେଷକରି ଚାଲାଣକାରୀମାନେ ଏଭଳି ଭାବେ ଡ୍ରଗ୍ସ ସହ ସୁନା ଚାଲାଣ କରିଥାନ୍ତି ଯେମିତି ତାଙ୍କର...

ଆପ ଦଳ ପକ୍ଷରୁ ନିର୍ବାଚନୀ ପ୍ରଚାରର ମଙ୍ଗ ଧରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ସୁନୀତା କେଜ୍ରିୱାଲ

ଆପ ଦଳ ପକ୍ଷରୁ ନିର୍ବାଚନୀ ପ୍ରଚାରର ମଙ୍ଗ ଧରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ସୁନୀତା କେଜ୍ରିୱାଲ

ନୂଆଦିଲ୍ଲୀ : ଆପ ଦଳ ପକ୍ଷରୁ ନିର୍ବାଚନୀ ପ୍ରଚାରର ମଙ୍ଗ ଧରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ସୁନୀତା କେଜ୍ରିୱାଲ । ମେ’ ୨୫ ତାରିଖ ଦିନ ଦିଲ୍ଲୀରେ...

ADVERTISEMENT

Login