The Ultimate Managed Hosting Platform
ADVERTISEMENT

ଶିବ ମନ୍ଦିରରେ ଗଞ୍ଜେଇ ମନା !

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟର ସମସ୍ତ ଶୈବପୀଠରେ ଗଞ୍ଜେଇ ବ୍ୟବହାର ନିଷେଧ । ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି । ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚିଠି । ଗଞ୍ଜେଇ ବ୍ୟବହାର ନିଷେଧ ପାଇଁ ପଦକ୍ଷେପ ନେବାକୁ ନିଦେ୍ର୍ଦଶ । ବାବା ବଳିଆ ଟ୍ରଷ୍ଟର ଅନୁରୋଧ ପରେ ପଦକ୍ଷେପ ।
ତେବେ ଶୈବକ୍ଷେତ୍ରରେ ଗଞ୍ଜେଇ ବ୍ୟବହାର ଉପରେ କଟକଣାକୁ ନେଇ ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଛନ୍ତି, ଯେମିତି ମନ୍ଦିର ଗୁଡିକରେ ବଳି ପ୍ରଥା ବନ୍ଦ କରାଗଲା ସେମିତି ନିଶା କାରବାରକୁ ବନ୍ଦ କରିବାକୁ ଏମିତି କରାଯାଇଛି । ଏହାସହ ଏଭଳି ନିର୍ଦ୍ଦେଶକୁ ସମର୍ଥନ କରୁଥିବା କହିଛନ୍ତି ବିଭାଗୀୟ ମନ୍ତ୍ରୀ । ନିଶା ସେବନ ମନ୍ଦିର ଭିତରେ ହେବା ଉଚିତ୍ ନୁହେଁ । କେବଳ ଶୈବପୀଠ ନୁହେଁ ଯେକୌଣସି ଧର୍ମପୀଠରେ ନିଶା ସେବନ ଉଚିତ ନୁହେଁ ବୋଲି ମନ୍ତ୍ରୀ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login