The Ultimate Managed Hosting Platform
ADVERTISEMENT

ଶିମିଳିପାଳରେ ଆରମ୍ଭ ହେଲା ବାଘ ଗଣନା

Facebook
Twitter
LinkedIn

ମୟୂରଭଞ୍ଜ : ଶିମିଳିପାଳରେ ଆରମ୍ଭ ହେଲା ବାଘ ଗଣନା । ବନ ବିଭାଗ ପକ୍ଷରୁ ଏଥିପାଇଁ ୮ଟି ଦଳରେ ୮୫ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । ଏଥିସହିତ ଗଛରେ ଲାଗିଛି ୩୫୦ରୁ ଅଧିକ ଟ୍ରାପ୍ କ୍ୟାମେରା । କ୍ୟାମେରା ଟ୍ରାପ୍, ଟ୍ରାନ୍ଜେକ୍ଟ ଲାଇନ ଓ ପଗ୍ ମାର୍କ ପାଦ ଚିହ୍ନ ଗଣନା ବ୍ୟତୀତ ଡିଜିଟାଲି ଏମ୍ସ୍ ଷ୍ଟ୍ରାଇପ୍ ପଦ୍ଧତ୍ତି ଗ୍ରହଣ କରିଛି ବନ ବିଭାଗ । ଯାହା ଦ୍ଵାରା ବାଘ ଗଣନା ସଠିକ ଭାବେ ହୋଇପାରିବ । ଏହି ପ୍ରକ୍ରିୟା ବିଭିନ୍ନ ପର୍ୟ୍ୟାୟ ଦେଇ ବର୍ଷତମାମ ଚାଲିବ । ଏହା ପରେ ଏନ୍ଟିସିଏକୁ ରିପୋର୍ଟ ଦିଆଯିବ ଏବଂ ୨୦୨୬ରେ ଗଣନା ରିପୋର୍ଟ ପ୍ରକାଶ ପାଇବ ବୋଲି ଶିମିଳିପାଳ ଟାଇଗର ରିଜର୍ଭ (ଏସ୍ଟିଆର୍) କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ପ୍ରତି ୪ ବର୍ଷରେ ଜାତୀୟ ବାଘ ଗଣନା ରିପୋର୍ଟ ପ୍ରକାଶ ପାଇଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login