The Ultimate Managed Hosting Platform
ADVERTISEMENT

ଶିମିଳିପାଳ ଫେରିବ ଜିନ୍ନତ

Facebook
Twitter
LinkedIn

ବାରିପଦା: ପଶ୍ଚିମବଙ୍ଗରେ ଥିବା ବାଘୁଣୀ ଜିନତ ଓଡ଼ିଶା ଫେରିବ ବୋଲି ସୂଚନା ମିଳିଛି। ତାକୁ ଟ୍ରାଙ୍କୁଲାଇଜ୍ କରି ପୁଣି ଶିମିପାଳକୁ ଅଣାଯିବ ବୋଲି ବାରିପଦା ଆରସିସିଏଫ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାଘୁଣୀ ଜିନତର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି। ତାର ଗତିବିଧି ଉପରେ ଓଡ଼ିଶା ଓ ପଶ୍ଚିମବଙ୍ଗ ବନ ବିଭାଗ ନଜର ରଖିଛନ୍ତି। ତେଣେ ବାଘୁଣୀ ଯମୁନା ଶିମିଳିପାଳରେ ଅଛି ଓ ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି ବୋଲି ବି କହିଛନ୍ତି ବାରିପଦା ଆରସିସିଏଫ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login