The Ultimate Managed Hosting Platform
ADVERTISEMENT

ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ଘରେ ଇଡି ଚଢଉ

Facebook
Twitter
LinkedIn

ମୁମ୍ବାଇ : ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ଘରେ ଇଡି ଚଢଉ । ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିନ ଅଶ୍ଳୀଳ ନେଟୱାର୍କ ସହ ଜଡିତ ଅର୍ଥ ହେର୍ଫେର୍ ମାମଲାରେ ବାସଭବନ ତଥା କାର୍ୟ୍ୟାଳୟରେ ଚଢ଼ଉ କରିଛି। କେନ୍ଦ୍ରୀୟ ଏଜେନ୍ସି ଏହି ତଦନ୍ତ ଆରମ୍ଭ କରି କୁନ୍ଦ୍ରାଙ୍କ ସହଯୋଗୀଙ୍କ ପୂରା ପରିସରକୁ ମଧ୍ୟ ଖୋଜୁଛି ବୋଲି ଅଧିକାରୀମାନେ କହିଛନ୍ତି। ‘ଅଶ୍ଳୀଳ’ ଚଳଚ୍ଚିତ୍ର ନିର୍ମାଣ ଅଭିଯୋଗରେ କୁନ୍ଦ୍ରାଙ୍କୁ ଜୁନ୍ ୨୦୨୧ରେ ଗିରଫ କରାଯାଇଥିଲା। ଦୁଇ ମାସ ଜେଲରେ ରହିବା ପରେ ସେ ସେପ୍ଟେମ୍ବର ୨୦୨୧ରେ ଜାମିନରେ ବାହାରକୁ ଆସିଥିଲେ। ମୁମ୍ବାଇ ପୁଲିସର କହିବାନୁସାରେ, ରାଜ ଏହି ମାମଲାରେ ମୁଖ୍ୟ ଷଡଯନ୍ତ୍ରକାରୀ ଥିଲେ। ତେବେ ଏହି ମାମଲାକୁ ନେଇ ଏବେ ତାଙ୍କ ବାସଭବନ ଓ ବିଭିନ୍ନ କାର୍ୟ୍ୟାଳୟରେ ଚଢ଼ଉ କରୁଛି ଇଡି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login