The Ultimate Managed Hosting Platform
ADVERTISEMENT

ଶିଶୁଆ ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥୀକୁ ମରଣାନ୍ତକ ଆକ୍ରମଣ

Facebook
Twitter
LinkedIn


ସାଲେପୁର : ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥୀକୁ ମରଣାନ୍ତକ ଆକ୍ରମଣ । ସୂଚନା ଅନୁଯାୟୀ, ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ରେ । ସାଲେପୁର ନିର୍ବାଚନ ମଣ୍ଡଳୀ ଶିଶୁଆ ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥୀ ମାନସ କୁମାର ଦାସ ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରଚାର କାର‌୍ୟ୍ୟ ସାରି ଘରକୁ ଫେରୁଥିଲେ । ଏହି ସମୟରେ ଦୁଇ ଜଣ ଯୁବକ ତାଙ୍କୁ ମରାଣାନ୍ତକ ଆକ୍ରମଣ କରିଥିଲେ । ଏହି ଦୁଇ ଜଣ ଯୁବକ ପୂର୍ବରୁ ସେଠାରେ ଲୁଚି ରହି ତାଙ୍କୁ ବୋତଲ ସାହାଯ୍ୟରେ ଆକ୍ରମଣ କରି ସେଠାରୁ ଖସି ପଳାଇ ଯାଇଥିଲେ । ତେବେ ଏନେଇ ସମିତି ସଭ୍ୟ ପ୍ରାର୍ଥୀ ମାନସ କୁମାର ଦାସ ସାଲେପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ସାଲେପୁର ଥାନା ପୋଲିସ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ନୂଆଦିଲ୍ଲୀ : ଆସନ୍ତାକାଲି ଇଣ୍ଟର ନ୍ୟାସନାଲ ସ୍ପେସ ଷ୍ଟେସନକୁ ଯିବେ ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା । ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କୁ ପୃଥିବୀକୁ ଆଣିଥିବା...

Login