The Ultimate Managed Hosting Platform
ADVERTISEMENT

ଶୀତରେ ଥରୁଛି ଓଡିଶା

Facebook
Twitter
LinkedIn

ରାଜ୍ୟରେ ଶୀତର ତାପମାତ୍ରା ବୃଦ୍ଧି ପାଇଛି | ଅସହ୍ୟ ଶୀତ ହେବା ସହ କାକର ବିନ୍ଦୁ ବିନ୍ଦୁ ହୋଇ ଶୀତର ତାପମାତ୍ରା କମିବାର ନାଁ ଧରୁନି | ସାରା ଓଡିଶା 12ଡିଗ୍ରୀ ସେଲସିୟସ ତଳେ 12ଟି ସହରର ତାପମାତ୍ରା ରହିଛି | ସର୍ବନିମ୍ନ 7ଡିଗ୍ରୀ ତାପମାତ୍ରା ସହ ଫୁଲବାଣୀ ସବୁଠାରୁ ଥଣ୍ଡା ସହର ପାଲଟିଛି | ତେବେ ରାଜ୍ୟରେ ଗତ 24ଘଣ୍ଟା ମଧ୍ୟରେ ଦକ୍ଷିଣଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ରାତିର ତାପମାତ୍ରା ଖସୁଛି | ଏବଂ ଉପକୂଳ ଓଡିଶାରେ ଶୀତର ତାପମାତ୍ରା ବଢ଼ିବାରେ ଲାଗିଛି | ତେବେ ଆଗାମୀ 5ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ଏବଂ କ୍ରମାଗତ ଭାବରେ ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ ପ୍ରବେଶ କରୁଥିବା ଥଣ୍ଡାଏବଂ ଶୁଷ୍କ ବାୟୁ ପ୍ରଭାବରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ | ତେବେ ଆଗାମୀ 4ରୁ 5ଦିନ ପର୍ଯ୍ୟନ୍ତ ଶୀତର ପ୍ରକୋପ ଲାଗିରହିବ | ଏବଂ ରାତିର ତାପମାତ୍ରା ସ୍ୱାଭାବିକ ରହିବା ସହ 2ରୁ 4ଡିଗ୍ରୀ ଯାଏ ଶୀତ କମିବାର ସମ୍ଭାବନା ରହିଛି |

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login