The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଶୀତଳଷଷ୍ଠୀ : ଆଜି ଥାଳ ଉଠା

Facebook
Twitter
LinkedIn

ସମ୍ବଲପୁର ; ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରାର ଆଜି ଆଦ୍ୟ ପର୍ବ । ଥାଳ ଉଠା ସହ ହେବ କନ୍ୟା ମାତା ପିତାଙ୍କ ଚୟନ । ବିଭିନ୍ନ ଶିବାଳୟରେ ପୂଜାର୍ଚ୍ଚନା ପରେ ଉଠିବ ଥାଳ । ନିଜ ନିଜ ପଡାରେ ପୂଜକ ଏହି ଥାଳ ଧରି ବୁଲିଥାନ୍ତି । ଥାଳ ଉଠିବାର ଠିକ ଏକ ମାସ ପରେ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ଆରମ୍ଭ ହେବ । ଚଳିତ ବର୍ଷ ବିଭିନ୍ନ ଯାତ୍ରା କମିଟି ମାନେ ଏହି ଶୀତଳ ଷଷ୍ଠୀ ଯାତ୍ରାକୁ ଆଡମ୍ବର ସହ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି । ଏଥିପାଇଁ ଶିବାଳୟ ଗୁଡିକରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ ଝାଡୁଆପଡା ମାତା ପାର୍ବତୀଙ୍କ ପିତା ମାତା ରୂପେ ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ ଦାୟିତ୍ୱ ନିର୍ବାହ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login