The Ultimate Managed Hosting Platform
ADVERTISEMENT

ଶୁଦ୍ଧ ଘର ଭୋଜିରେ ଯୋଗ ଦେବାକୁ ଯାଉଥିବା ବେଳେ ଓଲଟିଲା ପିକଅପ

Facebook
Twitter
LinkedIn

ମୋହନା : ଶୁଦ୍ଧ ଘର ଭୋଜିରେ ଯୋଗ ଦେବାକୁ ଯାଉଥିବା ବେଳେ ଓଲଟିଲା ପିକଅପ । ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଚିକିତ୍ସା ପାଇଁ ସେମାନଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ରାମଗିରି ଥାନା କେ.କେ ସିଂରୁ ୩୦ ଜଣ ଏକ ପିକଅପ ଭ୍ୟାନରେ ଶୁଦ୍ଧ ଘର ଭୋଜିରେ ଯୋଗ ଦେବାକୁ ଯାଉଥିଲେ । ଏହି ସମୟରେ ମୋହନା ଚନ୍ଦ୍ରଗିରି ଚିଟିଙ୍ଗ ଘାଟିରେ ଓଲଟିଥିଲା ପିକଅପ । ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ରହିଛନ୍ତି । ମୋହନା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login