ଭୁବନେଶ୍ୱର : ଶେଷଯାତ୍ରାରେ ଉତ୍ତମ ମହାନ୍ତି । ସତ୍ୟନଗର ଶ୍ମଶାନ ଅଭିମୁଖେ ନିଆଯାଉଛି ପାର୍ଥିବ ଶରୀର । ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶ୍ମଶାନ ନିଆଯାଉଛି । ଉତ୍ତମଙ୍କ ଶେଷ ଯାତ୍ରାରେ ସମ୍ପର୍କୀୟ ଓ ପ୍ରଶଂସକଙ୍କ ପ୍ରବଳ ଭିଡ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଉତ୍ତମଙ୍କ ଶେଷକୃତ୍ୟ ।
୧୯୭୭ରେ ଓଡିଆ ସିନେମାରେ ଡେବ୍ୟୁ କରିଥିଲେ ଉତ୍ତମ । ସାଧୁ ମେହେରଙ୍କ ଅଭିମାନ ଚଳଚ୍ଚିତ୍ର ଜରିଆରେ କରିଥିଲେ ଡେବ୍ୟୁ କରିଥିଲେ ଉତ୍ତମ ମହାନ୍ତି । ୧୩୫ ସିନେମାରେ ଛାଡି ଯାଇଛନ୍ତି ଛାପ । ବଙ୍ଗଳା ଓ ହିନ୍ଦୀ ସିନେମାରେ କରିଛନ୍ତି ଅଭିନୟ । ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ବାହୁଡ଼ିଗଲେ ଉତ୍ତମ । ଲିଭିଗଲା ଓଡ଼ିଆ ଚଳଚ୍ଚିତ୍ର ଜଗତର ଉଜ୍ଜ୍ବଳ ତାରକା । ଉତ୍ତମ ମହାନ୍ତି ଥିଲେ ଜଣେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ । ଅନେକ ସୁପରହିଟ୍ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କୁ ମନୋରଞ୍ଜନ କରୁଥିବା ଏହି ମହାନ୍ ନାୟକଙ୍କ ଜୀବନ ଦୀପ ଆଜି ଲିଭିଯାଇଛି । ‘ଅଭିମାନ’ ଚଳଚ୍ଚିତ୍ର ଜରିଆରେ ଫିଲ୍ମ ଜଗତକୁ ଆସିଥିଲେ, ‘ବିଦ୍ୟାରାଣ’ ପକାଇ ଚାଲିଗଲେ । ସେ ଥିଲେ ଓଲିଉଡ଼ର ‘ଦଣ୍ଡାବାଳୁଙ୍ଗା’, ‘ସରପଞ୍ଚ ବାବୁ’ । ତାଙ୍କ ନାମ ଖାଲି ଉତ୍ତମ ମହାନ୍ତି ନଥିଲା, ତାଙ୍କ ବ୍ୟକ୍ତିତ୍ବ ମଧ୍ୟ ଉତ୍ତମ ଥିଲା ଓ ତାଙ୍କ ଅଭିନିତ ଫିଲ୍ମ ସର୍ବୋତ୍ତମ ଥିଲା । ୭୦ ଦଶକରୁ ଦର୍ଶକଙ୍କ ମନରେ ରାଜ୍ କରିଆସୁଥିଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ସେ ସମୟରେ ସେ ଥିଲେ ରୋମାଣ୍ଟିକ ହିରୋ ।
ଶେଷଯାତ୍ରାରେ ଉତ୍ତମ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







