The Ultimate Managed Hosting Platform
ADVERTISEMENT

ଶୋଇଥିବା ବେଳେ ମାଆ, ପୁଅକୁ କାମୁଡିଲା ଚିତି ସାପ

Facebook
Twitter
LinkedIn

ଉଦଳା : ସାପ କାମୁଡାରେ ଛୋଟ ପୁଅ ମୃତ, ମାଆ ଗୁରୁତର । ଶରତ ଥାନା କଟୁରିଆ ଗାଁରେ ଘଟିଛି ଏହି ଦୁଃଖ ଦାୟକ ଘଟଣା । ଶୋଇଥିବା ବେଳେ କାମୁଡିଲା ସାପ । ମାଆକୁ ଗୁରୁତର ଅବସ୍ଥାରେ ବାରିପଦାକୁ ସ୍ଥାନାନ୍ତର । ସୂଚନା ଅନୁଯାୟୀ , ଗତକାଲି ରାତିରେ ମିନତୀ ନିଜ ଦେଢ ବର୍ଷର ଶିଶୁପୁତ୍ରକୁ ଧରି ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ଏକ ଚିତି ସାପ ଘରେ ପଶି ଦୁଇ ଜଣଙ୍କୁ କାମୁଡ଼ି ଦେଇଥିଲା। ମିନତୀଙ୍କ ସ୍ୱାମୀ ମାଆ ଓ ପୁଅ ଦୁଇ ଜଣଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତରଖାନାରେ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ବେଳେ ମା ମିନତୀଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା। ପ୍ରାଥମିକ ଚିକିତ୍ସା ପରେ ମିନତୀଙ୍କୁ ବାରିପଦା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login