The Ultimate Managed Hosting Platform
ADVERTISEMENT

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶୈବପୀଠରେ କାଉଡିଆଙ୍କ ଭିଡ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର । ତେଣୁ ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଜଳଲାଗି । ଶ୍ରୀଲିଙ୍ଗରାଜ, କପିଳାସ, ଧବଳେଶ୍ୱର ପୀଠରେ ଜଳଲାଗି । କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା । ଶ୍ରାବଣ ମାସରେ କାଉଡିଆମାନେ ମାନସିକ କରି ଶିବଙ୍କ ମସ୍ତକରେ ଜଳଲାଗି କରିଥାନ୍ତି । ପବିତ୍ର ନଦୀରୁ ଜଳ ଉଠାଇ ଶୈବପୀଠରେ ପହଞ୍ଚିଛନ୍ତି କାଉଡିଆ । ଜଳଲାଗି ପାଇଁ ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସକାଳୁ ସକାଳୁ ବାବାଙ୍କ ନୀତିକାନ୍ତି ବଢିବା ପରେ ଧାଡ଼ିରେ ଯାଇ ଜଳଲାଗି କରିବେ କାଉଡି଼ଆ ।ବୋଲ୍ ବମ୍ ହରହର ବମ୍, ଓଁ ନମଃଶିବାୟ ଧ୍ୱନିରେ ଉଛୁଳି ଉଠୁଛି ସମସ୍ତ ଶୈବ ପୀଠ । ଶିବ ଭକ୍ତଙ୍କ ଗହଳି ଲାଗିଛି । ସେପଟେ ଆଜି ପ୍ରଥମ ସୋମବାର ଥିବାରୁ ପୁରୀ ବେଳାଭୂମିରେ ବାଲୁକଶିଳ୍ପୀଙ୍କ ଦ୍ବାରା ସୁନ୍ଦର ବାଲୁକା କଳା ନିର୍ମାଣ କରାଯାଇଛି । ଶିବଙ୍କ ବିଶାଳ ପ୍ରତିମୂର୍ତ୍ତି ସହ ଶିବଲିଙ୍ଗ ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login