The Ultimate Managed Hosting Platform
ADVERTISEMENT

ଶ୍ରୀକ୍ଷେତ୍ରରେ ଗୁରୁବାର ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ

Facebook
Twitter
LinkedIn

ପୁରୀ : ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ। ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଏଥିପାଇଁ ରାକ୍ଷୀ ପ୍ରସ୍ତୁତିରେ ଲାଗି ପଡିଛନ୍ତି ପାଟରା ବିଷୋୟୀ ସେବାୟତ। ଟାରୋଟି ବଡ଼ ରାକ୍ଷୀ ସହ ପ୍ରସ୍ତୁତ ହେଉଛି ଗୁଆମାଳ। ରଙ୍ଗବେରଙ୍ଗର ବାସୁଙ୍ଗା ପାଟରେ ପ୍ରସ୍ତୁତ ହେଉଛି ରାକ୍ଷୀ। ବଳଭଦ୍ରଙ୍କ ପାଇଁ ବାଇଗଣୀ-ନୀଳ ଓ ଜଗନ୍ନାଥଙ୍କ ପାଇଁ ହଳଦିଆ-ନାଲି ରଙ୍ଗର ୨ଟି ଲେଖାଏଁ ରାକ୍ଷୀ ପ୍ରସ୍ତୁତ କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login