The Ultimate Managed Hosting Platform
ADVERTISEMENT

ଶ୍ରୀଗୁଣ୍ଡିଚା ମନ୍ଦିରରେ ଡିଜିପି

Facebook
Twitter
LinkedIn

ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିରରେ ପୁଲିସ ଡିଜି ୱାଇବି ଖୁରାନିଆ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର କରିଛନ୍ତି ଅନୁଧ୍ୟାନ। ଆସନ୍ତାକାଲି ବାହୁଡ଼ା ଯାତ୍ରା ଥିବାରୁ ସେନେଇ ମଧ୍ୟ ଅନୁଧ୍ୟାନ କରିଛନ୍ତି। ଗୁଣ୍ଡିଚା ମନ୍ଦିର ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଏବଂ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାର କରିଛନ୍ତି ଅନୁଧ୍ୟାନ। ପୋଲିସ ଡିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି। ସେପଟେ ସନ୍ଧ୍ୟା ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିରହିଛି । ମହାପ୍ରଭୁଙ୍କ ଦର୍ଶନ ଶୃଙ୍ଖଳିତ ଭାବେ ଚାଲିଛି । ସବୁ ଯାଗାରେ ପୋଲିସ ମୁତୟନ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login