The Ultimate Managed Hosting Platform
ADVERTISEMENT

ଶ୍ରୀଜିଉଙ୍କ ବଡ ମହାସ୍ନାନ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ । ଭିତର କାଠ ପାଖରେ ଛେପ ଖଙ୍କାର ପଡିବାରୁ ମହାସ୍ନାନ । ଅବକାଶ ପୂଜା ସମୟରେ ବଡ ମହାସ୍ନାନ । ବଡ ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ । ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ସୂଚନା ଦେଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ ଯଦି କେହି ସେବାୟତ କି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବଶତଃ ଶରୀରରୁ ରକ୍ତ ପଡେ କିମ୍ବା ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ଏହାପରେ ଠାକୁରଙ୍କର ମହାସ୍ନାନ କରାଯାଇଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login